Romans 10:8 — Compare Translations

7 translations compared side by side

Odia - 1840
"ଶାସ୍ତ୍ର କୁ ହେ: ପରମେଶ୍ବରଙ୍କ ଶିକ୍ଷା ତୁମ୍ଭ ପାଖ ରେ ଅଛି; ଏହା ତିମ୍ଭ ମୁଁହ ରେ ଓ ତିମ୍ଭ ହୃଦୟ ରେ ଅଛି। ଆମ୍ଭେ ଲୋକମାନଙ୍କୁ ଘାଷେଣା କରୁଥିବା ସହେି ଶିକ୍ଷାଟି ବିଶ୍ବାସର ଶିକ୍ଷା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହା କଅଣ କହେ? ‘ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛିʼ, ଅର୍ଥାତ୍ ଯେଉଁ ବିଶ୍ଵାସ ସମ୍ଵନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।”
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଶାସ୍ତ୍ର ଅନୁସାରେ, “ଈଶ୍ୱରଙ୍କ ବାର୍ତ୍ତା ତୁମ ନିକଟରେ, ତୁମ ମୁଖ ଓ ହୃଦୟରେ ଅଛି।” ବିଶ୍ୱାସ ସମ୍ବନ୍ଧରେ ଏହି ବାର୍ତ୍ତା ହିଁ ଆମେ ପ୍ରଚାର କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ: “ପରମେଶ୍ୱରଙ୍କ ଶିକ୍ଷା ତୁମ୍ଭ ପାଖରେ ଅଛି; ଏହା ତୁମ୍ଭ ମୁହଁରେ ଓ ତୁମ୍ଭ ହୃଦୟରେ ଅଛି।” ଆମ୍ଭେ ଲୋକମାନଙ୍କୁ ଘୋଷଣା କରୁଥିବା ସେହି ଶିକ୍ଷାଟି ବିଶ୍ୱାସର ଶିକ୍ଷା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହା କ'ଣ କହେ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಕಾಯ್ ಸಾಂಗ್ತಾ ಕಾಯ್ ಮಟ್ಲ್ಯಾರ್, ದೆವಾಚಿ ಬಾತ್ಮಿ ತುಜೆಕ್ಡೆ ಹಾಯ್, ತುಜ್ಯಾ ಹೊಟ್ಟಾ ವೈನಿ ಅನಿ ತುಜ್ಯಾ ಮನಾತ್ ಹಾಯ್” ತಿ ಖಲಿ ಕಾಯ್ ಮಟ್ಲ್ಯಾರ್, ತಿಚ್ ಅಮಿ ಸಾಂಗ್ತಲಿ ವಿಶ್ವಾಸಾಚಿ ಬಾತ್ಮಿ.