Romans 10:9 — Compare Translations

7 translations compared side by side

Odia - 1840
"ଯଦି ତୁମ୍ଭେ ନିଜ ମୁହଁ ରେ କୁହ, ଯୀଶୁ ପ୍ରଭୁ ଅଟନ୍ତି, ଓ ତୁମ୍ଭର ମନ ବିଶ୍ବାସ କରେ ଯେ, ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ଉଠାଇ ଆଣି ଥିଲେ; ତବେେ ତୁମ୍ଭେ ଉଦ୍ଧାର ପାଇୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ଵୀକାର କରିବ, ଆଉ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ଵାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଯୀଶୁଙ୍କୁ ପ୍ରଭୁ ବୋଲି ମୁଖରେ ସ୍ୱୀକାର କର ଓ ଈଶ୍ୱର ତାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି ବୋଲି ହୃଦୟରେ ବିଶ୍ୱାସ କର, ତା’ହେଲେ, ତୁମ୍ଭେମାନେ ପରିତ୍ରାଣ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ନିଜ ମୁହଁରେ କୁହ, “ଯୀଶୁ ପ୍ରଭୁ ଅଟନ୍ତି,” ଓ ତୁମ୍ଭର ମନ ବିଶ୍ୱାସ କରେ ଯେ, ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ଉଠାଇ ଆଣିଥିଲେ; ତେବେ ତୁମ୍ଭେ ଉଦ୍ଧାର ପାଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಜೆಜುಚ್ ಧನಿ ಅನಿ ದೆವಾನ್ ತೆಕಾ ಝಿತ್ತೊ ಕರುನ್ ಉಟ್ವುಲ್ಯಾನಾಯ್ ಮನುನ್ ಸಮ್ಜುನ್ ಘೆಟಲ್ಯಾಶಿ ತರ್ ಬಚಾವ್ ಹೊತ್ಯಾಶಿ.