Romans 11:1 — Compare Translations

7 translations compared side by side

Odia - 1840
"ତା' ହେଲେ ମୁଁ ପ୍ରଶ୍ନ କରୁଛି: କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି? ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ କହେ, ଈଶ୍ଵର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକମ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପୁଣି ପଚାରିପାରେ, “ତେବେ କଅଣ ଈଶ୍ୱର ତାଙ୍କ ନିଜ ଲୋକମାନଙ୍କୁ ବର୍ଜନ କରିଛନ୍ତି? କଦାପି ନୁହେଁ। ମୁଁ ନିଜେ ଜଣେ ଇଶ୍ରାଏଲୀୟ, ଅବ୍ରାହମଙ୍କ ବଂଶଧର ଓ ବେଞ୍ଜାମିନ ଗୋଷ୍ଠୀ ଜାତ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହାଙ୍କ ଲୋକମାନଙ୍କୁ ଭୁଲି ନାହାନ୍ତିଁ ତା’ହେଲେ ମୁଁ ପ୍ରଶ୍ନ କରୁଛି: “କ’ଣ ପରମେଶ୍ୱର ନିଜ ଲୋକମାନଙ୍କୁ ପରିତ୍ୟାଗ କରନ୍ତି କି?” ନା! ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ଅବ୍ରହାମଙ୍କ ପରିବାରର ଅଟେ। ବିନ୍ୟାମିନଙ୍କ ଗୋଷ୍ଠୀରେ ଜାତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಜಾಲ್ಯಾರ್ ಮಿಯಾ ಇಚಾರ್ತಾ: ದೆವಾನ್ ಅಪ್ನಾಚ್ಯಾ ಲೊಕಾಂಚೊ ತಿರಸ್ಕಾರ್ ಕರ್‍ಲ್ಯಾನ್ ಕಾಯ್? ಕನ್ನಾಚ್ ನಾ! ಮಿಯಾ ಸ್ವತಾಚ್ ಎಕ್ ಇಸ್ರಾಯೆಲಾಚೊ, ಮಾನುಸ್, ಅಬ್ರಾಹಾಮಾಚ್ಯಾ ಘರಾನ್ಯಾಚೊ ಮಾನುಸ್ ಬೆಂಜಾಮಿನಾಚ್ಯಾ ಕುಳಿಚೊ ಮಾನುಸ್.