Romans 11:12 — Compare Translations
7 translations compared side by side
Odia - 1840
"ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ବରୂପ ହେଲା, ସମାନେେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦଲୋ। ତେଣୁ ପରମେଶ୍ବର ଯାହା ଚାହୁଁଛନ୍ତି ସହେି ଅନୁସାରେ ପୂଣର୍ନ ସଂଖ୍ଯକ ଯିହୂଦୀମାନେ ଯେତବେେଳେ ଚାଲିବେ, ସେତବେେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରା ରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ସେମାନଙ୍କର ପତନ ଜଗତର ଧନ ସ୍ଵରୂପ, ଆଉ ସେମାନଙ୍କର ହ୍ରାସ ବିଜାତିମାନଙ୍କ ଧନ ସ୍ଵରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ଵରୂପ ନ ହେବ!
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀମାନମାନଙ୍କର ପାପ, ଜଗତର ଅନ୍ୟ ସମସ୍ତଙ୍କ ପାଇଁ ପ୍ରଚୁର ଆଶୀର୍ବାଦ ଆଣିଛି। ଇହୁଦୀମାନଢ଼ଙ୍କର ଆଧ୍ୟାତ୍ମିକ ଦରିଦ୍ରତା ଯୋଗୁଁ ଅଣଇହୁଦୀମାନେ ଆଶୀର୍ବାଦର ପ୍ରାଚୁର୍ଯ୍ୟ ଲାଭ କରିଛନ୍ତି। ଯଦି ସମସ୍ତ ଇହୁଦୀ ଜାତି ରକ୍ଷା ପାଇ ପାରନ୍ତେ, ତାହାହେଲେ ତଦ୍ଦ୍ୱାରା ଆହୁରି କେତେ ଅଧିକ ଆଶୀର୍ବାଦ ନ ମିଳିବ?
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ୱରୂପ ହେଲା, ସେମାନେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦେଲା। ତେଣୁ ପରମେଶ୍ୱର ଯାହା ଗ୍ଭହୁଁଛନ୍ତି ସେହି ଅନୁସାରେ ପୂର୍ଣ୍ଣ ସଂଖ୍ୟକ ଯିହୂଦୀମାନେ ଯେତେବେଳେ ଗ୍ଭଲିବେ, ସେତେବେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରାରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେମାନଙ୍କର ପତନ ଜଗତର ଧନ ସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୁଦୀମାନଙ୍କ ଧନ ସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ୱରୂପ ନ ହେବ!
Odia IRV 2017 (ଓଡିଆ ବାଇବେଲ)
ଯଦି ସେମାନଙ୍କର ପତନ ଜଗତର ଧନସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୂଦୀମାନଙ୍କ ଧନସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନସ୍ୱରୂପ ନ ହେବ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವ್ ಲೊಕಾಂಚ್ಯಾ ಪಾಪಾನ್ ಜಗಾ ವರ್ತಿ ಮೊಟಿ ಆರ್ಶಿವಾದಾ ಘೆವ್ನ್ ಯೆಲ್ಯಾನ್, ಅನಿ ತೆಂಚ್ಯಾ ಆತ್ಮಿಕ್ ಗರಿಬ್ಕಿನ್ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚ್ಯಾ ವರ್ತಿ ಮೊಟೊ ಆಶಿರ್ವಾದ್ ಹಾನ್ಲಿನ್. ತಸೆಜಾಲ್ಯಾರ್ ಸಗ್ಳ್ಯಾ ಜುದೆವ್ ಲೊಕಾಕ್ನಿ ಧರ್ಲ್ಯಾರ್ ತಿ ಆಶಿರ್ವಾದಾ ಕವ್ಡಿ ಮೊಟಿ ರ್ಹಾತಿಲ್!