Romans 11:13 — Compare Translations
7 translations compared side by side
Odia - 1840
"ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶଷେ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ ରରେିତ ହାଇେଛି। ମୁଁ ପୂର୍ଣ ମନ ପ୍ରାଣ ରେ ଏହି କାମ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ବିଜାତିମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଅଣଇହୁଦୀମାନଙ୍କୁ ମୁଁ କହିବି, ତୁମ୍ଭମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ସ୍ୱରୂପେ କାର୍ଯ୍ୟ କରିବାକୁ ମୁଁ ଗର୍ବ ଅନୁଭବ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶେଷ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ରେରିତ ହୋଇଛି। ମୁଁ ପୂର୍ଣ୍ଣ ମନ ପ୍ରାଣରେ ଏହି କାମ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಿಯಾ ತುಮ್ಚ್ಯಾಕ್ಡೆ ಜುದೆವ್ ಹೊತ್ತ್ಯಾ ಲೊಕಾನಿಕ್ಡೆ ಬೊಲುಲಾ: ಕವ್ಡೆ ಪತರ್ ಮಿಯಾ ಜುದೆವ್ ನ್ಹಯ್ ಹೊತ್ತ್ಯಾಂಚೊ ಅಪೊಸ್ತಲ್ ಹೊವ್ನ್ ಹಾಂವ್, ತವ್ಡೆ ಪತರ್ ಮಿಯಾ ಮಾಜ್ಯಾ ಕಾಮಾಚ್ಯಾ ವಿಶಯಾತ್ ಹೊಗ್ಳುನ್ ಘೆತಾ.