Romans 11:15 — Compare Translations
7 translations compared side by side
Odia - 1840
"ୟିହୁଦୀମାନଙ୍କୁ ପରମେଶ୍ବର ଅସ୍ବୀକାର କରି ଦଲୋପରେ, ସେ ଜଗତର ଅନ୍ଯଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ୟିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ଯୁରୁ ପୁନର୍ଜାବନ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ଵାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ଵାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେମାନେ ପରିତ୍ୟକ୍ତ ହେବା ଦ୍ୱାରା ଈଶ୍ୱରଙ୍କ ସହିତ ସମଗ୍ର ମାନବ ଜାତିର ବନ୍ଧୁତା ସ୍ଥାପନ ହୋଇଛି। ତାହାହେଲେ, ଯଦି ଈଶ୍ୱର ସମୁଦାୟ ଇହୁଦୀ ଜାତିକୁ ଗ୍ରହଣ କରନ୍ତି, ତାହାର ଫଳ କଅଣ ହେବ? ତା’ ହେବ ମୃତ ବ୍ୟକ୍ତି ସଞ୍ଜୀବିତ ହେବା ସଦୃଶ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନଙ୍କୁ ପରମେଶ୍ୱର ଅସ୍ୱୀକାର କରି ଦେଲାପରେ, ସେ ଜଗତର ଅନ୍ୟଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ଯିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ୟୁରୁ ପୁନର୍ଜୀବନ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಜುದೆವ್ ಲೊಕಾ ತಿರಸ್ಕಾರ್ ಕರುನ್ ಹೊಲ್ಲ್ಯಾ ತನ್ನಾ ಹುರಲ್ಲಿ ಸಗ್ಳಿ ಲೊಕಾ ದೆವಾಚಿ ದುಸ್ಮಾನಾ ಹೊತ್ತಿ ದೊಸ್ತಾ ಹೊವ್ನ್ ಬದಲ್ಲಿ, ಅಶೆ ರ್ಹಾತಾನಾ, ತೆಂಕಾ ಸ್ವಿಕಾರ್ ಕರುನ್ ಹೊಲ್ಲ್ಯಾ ತನ್ನಾ ಕಾಯ್ ಕಾಯ್ ಹೊತಾ ಅಸಿಲ್? ಹೆ ಮರಲ್ಲ್ಯಾಕ್ನಿ ಜಿವ್ ಗಾವಲ್ಲೆ ಸರ್ಕೆ ಹೊತಾ!