Romans 11:16 — Compare Translations
7 translations compared side by side
Odia - 1840
"ଆମ୍ବ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ବରଙ୍କୁ ସମର୍ପଣ କରାଯାଏ, ତା' ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚରେ ପବିତ୍ର, ତା' ହେଲେ ସହେି ଗଛର ସମସ୍ତ ଡାଳ ମଧ୍ଯ ପବିତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
ରୋଟୀରୁ ଖଣ୍ଡେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିଲେ, ସମଗ୍ର ରୋଟୀଟି ମଧ୍ୟ ଉତ୍ସର୍ଗିତ ବୋଲି ମନେ କରାଯାଏ। ଗୋଟିଏ ବୃକ୍ଷର ମୂଳ ଉତ୍ସର୍ଗିତ ହୋଇଥିଲେ, ତା’ର ଶାଖା ପ୍ରଶାଖା ମଧ୍ୟ ଉତ୍ସର୍ଗ କରାଯାଇଛି ବୋଲି ଭାବିବାକୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ୱରଙ୍କୁ ସମର୍ପଣ କରାଯାଏ, ତା’ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚେର ପବିତ୍ର, ତା’ହେଲେ ସେହି ଗଛର ସମସ୍ତ ଡାଳ ମଧ୍ୟ ପବିତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿಚ್ ಎಕ್ ಭಾಕ್ರಿಚೊ ತುಕ್ಡೊ ದೆವಾಕ್ ಭೆಟ್ವೆಲ್ಲೆ ರ್ಹಾಲ್ಯಾರ್ ಸಗ್ಳಿ ಭಾಕ್ರಿಚ್ ಪವಿತ್ರ್ ಮನುನ್ ಹೊಲಿ, ಬೆರಾ ಪವಿತ್ರ್ ಹಾತ್ ಮನುನ್ ಹೊಲ್ಯಾರ್ ತೆಚ್ಯಾ ಟಾಳಿಯಾಬಿ ಪವಿತ್ರ್.