Romans 11:17 — Compare Translations
7 translations compared side by side
Odia - 1840
"ଧରି ନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଗଂଲୀ ଜୀତଗଛର ଶାଖାଗୁଡିକ ଆଣି ପ୍ରଥମ ଗଛ ସହିତ ସଂୟୁକ୍ତ କରା ହେଲା। ତୁମ୍ଭେ ଅଣଯିହୂଦୀମାନେ ସହେି ଜଙ୍ଗଲୀ ଜୀତଗଛଭଳି। ତୁମ୍ଭମାନେେ ସହେି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହିସବୁ ମଧ୍ୟରେ କଲମ କରାଗଲ, ପୁଣି ସେମାନଙ୍କ ସହିତ ଜୀତ ବୃକ୍ଷମୂଳର ରସର ଅଂଶୀ ହେଲ,
Odia BSI (ପବିତ୍ର ବାଇବଲ (CL) NT (BSI))
ଉଦ୍ୟାନରେ ଯତ୍ନ ନିଆଯାଉଥିବା ଗୋଟିଏ ଜୀତ ବୃକ୍ଷର କେତୋଟି ଶାଖା ଛିନ୍ନ କରାଯାଇ, ଜଙ୍ଗଲୀ ଜୀତ ବୃକ୍ଷ ତୁଲ୍ୟ। ତୁମ୍ଭେମାନେ ବର୍ତ୍ତମାନ ଇହୁଦୀମାନଙ୍କର ବଳିଷ୍ଠ ଆଧ୍ୟାତ୍ମିକ ଜୀବନର ଅଂଶୀଦାର ହୋଇଛ।
Odia Bible ERV 2004 (ପବିତ୍ର ବାଇବଲ)
ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହି ସବୁ ମଧ୍ୟରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಬರ್ಯಾ ಒಲಿವಾಚ್ಯಾ ಝಾಡಾಂಚ್ಯಾ ಟಾಳಿಯಾ ತೊಡುನ್ ಕಾಡುನ್ ಹೊತ್ಯಾತ್, ಅನಿ ಎಕ್ ಜಂಗ್ಲಿ ಒಲಿವ್ ಝಾಡಾಚಿ ಟಾಳಿ ತೆಕಾ ಲಾವುನ್ ಕಶಿ ಕರುನ್ ಹೊತಾ. ತುಮಿ ಜುದೆವ್ ನ್ಹಯ್ ಹೊತ್ತಿ ಲೊಕಾ ತ್ಯಾ ಕಶಿ ಕರಲ್ಲ್ಯಾ ಝಾಡಾಂಚ್ಯಾ ಸರ್ಕೆ, ಹಾಸಿ, ಅನಿ ತುಮಿ ಜುದೆವಾಂಚ್ಯಾ ಘಟ್ಮುಟ್ ಆತ್ಮಿಕ್ ರಿತಿಚ್ಯಾ ಜಿವನಾಚೊ ವಾಟೊ ಘೆವ್ನ್ ಹಾಸಿ.