Romans 11:18 — Compare Translations

7 translations compared side by side

Odia - 1840
"ସେଥିପାଇଁ,ପ୍ରଥମ ଗଛର ସେ ଭଙ୍ଗା ଡାଳ ଗୁଡିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେ ମାନେ ପ୍ରଥମ ଗଛର ଚରକେୁ ଜୀବନ ପ୍ରଦାନ କରୁ ନାହିଁ, ବରଂ ସହେି ଚରେ ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମ୍ଭେମାନେ ଛିନ୍ନ କରାଯାଇଥିବା ଶାଖାଗୁଡ଼ିକୁ ହେୟଜ୍ଞାନ କର ନାହିଁ। ତୁମ୍ଭେମାନେ କାହିଁକି ଗର୍ବ କରିବ? ତୁମ୍ଭେମାନେ ତ କେବଳ ଶାଖା- ବୃକ୍ଷ ମୂଳକୁ ତୁମ୍ଭେମାନେ ପ୍ରତିପାଳନ କରୁ ନାହଁ, ବରଂ ମୂଳ ତୁମକୁ ପୁଷ୍ଟ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ, ପ୍ରଥମ ଗଛର ସେ ଭଙ୍ଗା ଡାଳଗୁଡ଼ିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେମାନେ ପ୍ରଥମ ଗଛର ଚେରକୁ ଜୀବନ ପ୍ରଦାନ କରୁ ନାହଁ, ବରଂ ସେହି ଚେର ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್‍ಹಾತಾನಾ ತ್ಯಾ ಕಾತ್ರುನ್ ಕಾಡಲ್ಲ್ಯಾ ಟಾಳಿಯಾಂಚ್ಯಾ ಸರ್ಕೆ ಹೊತ್ತ್ಯಾಕ್ನಿ ಕಾಡುನ್ ಟಾಕುನ್ ಹೊಯ್ನಾ. ತುಮಿ ಖಾಲಿ ಎಕ್ ಟಾಳಿ ಹೊವ್ನ್ ಹಾಶಿ ಬೆರಾನಿ ತುಮ್ಕಾ ಆಧಾರ್ ದಿವ್ಕ್ ಪಾಜೆ ಬೆರಾಚ್ ನಸ್ತಾನಾ ತುಮಿ ಕಶೆ ಮೊಟೆ ಪಾನ್ಕಿ ಬೊಲುಕ್ ಹೊತಾ.