Romans 11:19 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ କହି ପାର, ସେ ଗଛର ଡାଳ ଗୁଡିକ ଭାଙ୍ଗି ପଡିବାରୁ ମୁଁ ତା' ସହିତ ସଂୟୁକ୍ତ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କହିପାର, “ହଁ, କିନ୍ତୁ ମୋତେ ସ୍ଥାନ ଦେବା ପାଇଁ ତ ସେହି ଶାଖାଗୁଡ଼ିକୁ ଛିନ୍ନ କରାଯାଇଥିଲା।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କହି ପାର, “ସେ ଗଛର ଡାଳଗୁଡ଼ିକ ଭାଙ୍ଗି ପଡ଼ିବାରୁ ମୁଁ ତା’ ସହିତ ସଂଯୁକ୍ତ ହେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥି ନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಾಕಾ ಕಶಿ ಕರುಸಾಟ್ನಿಚ್ ಮನುನ್ ಟಾಳಿಯಾ ತೊಡುನ್ ಹೊಲಾ” ಮನುನ್ ತಿಯಾ ಮನ್ಸಿಲ್.