Romans 11:20 — Compare Translations

7 translations compared side by side

Odia - 1840
"ଏହା ସତ୍ଯ କିନ୍ତୁ ସେ ଡାଳ ଗୁଡିକ ଭାଙ୍ଗି ପଡିବାର କାରଣ ହେଉଛି ସମାନଙ୍କେର ଅବିଶ୍ବାସ। କିନ୍ତୁ ତୁମ୍ଭମାନେେ ତୁମ୍ଭମାନଙ୍କ ବିଶ୍ବାସ ହତେୁ ସହେି ଗଛର ଅଂଶୀ ହାଇେ ପାରିଛ। ଅତଏବ ଗର୍ବ କରିବା ପରିବର୍ତେ ଭୟ କରିବା ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭଲ କଥା, ସେମାନଙ୍କର ଅବିଶ୍ଵାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ଵାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ । ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ସତ୍ୟ। ସେମାନେ ବିଶ୍ୱାସ ନ କରିବାରୁ ଛିନ୍ନ ହେଲେ। ତୁମ୍ଭେମାନେ କେବଳ ବିଶ୍ୱାସ ବଳରେ ସେହି ସ୍ଥାନ ଅଧିକାର ଅଧିକାର କରିଛ। କିନ୍ତୁ ଗର୍ବ ନ କରି ଭୟ କର।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ କିନ୍ତୁ ସେ ଡାଳଗୁଡ଼ିକ ଭାଙ୍ଗି ପଡ଼ିବାର କାରଣ ହେଉଛି ସେମାନଙ୍କର ଅବିଶ୍ୱାସ। କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସ ହେତୁ ସେହି ଗଛର ଅଂଶୀ ହୋଇ ପାରିଛ। ଅତଏବ ଗର୍ବ କରିବା ପରିବର୍ତ୍ତେ ଭୟ କରିବା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
Odia IRV 2017 (ଓଡିଆ ବାଇବେଲ)
ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ । ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಖರೆ ತೆನಿ ವಿಶ್ವಾಸ್ ಕರುಕ್‍ನ್ಯಾತ್ ತೆಚೆಸಾಟ್ನಿ ತೆಂಕಾ ಕಾತ್ರುನ್ ಟಾಕುನ್ ಹೊಲ್ಲೆ, ತಿಯಾ ತ್ಯಾ ಜಾಗ್ಯಾರ್ ಹಾಸ್ ಕಶ್ಯಾಕ್ ತಿಯಾ ವಿಶ್ವಾಸ್ ಕರ್‍ಲೆಯ್ ಗರುಕಿ ಕರುನ್ ದಾಕ್ವುನಕ್ಕೊ; ತೆಚ್ಯಾ ಬದ್ಲಾಕ್ ತುಕಾ ಭಿಂಯೆ ರ್‍ಹಾಂವ್ದಿತ್.