Romans 11:22 — Compare Translations
7 translations compared side by side
Odia - 1840
"ଅତଏବ ବୁଝିବା ଦରକାର ଯେ, ପରମେଶ୍ବର ଅତି ଦୟାଳୁ, କିନ୍ତୁ ସେ ଅତି କଠାେର ମଧ୍ଯ ହାଇପୋରିବେ। ପରମେଶ୍ବରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେ ମାନେ ତାହାଙ୍କ ଅନୁଗ୍ର ରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷ ରେ ଯଦି ତୁମ୍ଭମାନେେ ତାହାଙ୍କୁ ଅନୁସରଣ ନ କର ତା' ହେଲେ ତୁମ୍ଭମାନେେ ମଧ୍ଯ କଟାଯାଇ ଫିଙ୍ଗି ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଈଶ୍ଵରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ଵରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଠାରେ ଲକ୍ଷ୍ୟ କରିବା କଥା, ଈଶ୍ୱର କିପରି ଦୟାଳୁ ଓ କଠୋର ମଧ୍ୟ। ଯେଉଁମାନଙ୍କ ପଦ ସ୍ଖଳନ ହୋଇଛି, ସେମାନଙ୍କ ପ୍ରତି ସେ କଠୋର; କିନ୍ତୁ ତୁମ୍ଭମାନଢ଼ଙ୍କ ପ୍ରତି ସେ ସଦୟ- ଯେତେ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ତାଙ୍କ ଦୟାର ପାତ୍ର ହୋଇ ରହିଥିବ। ତାଙ୍କ ଦୟା ହରାଇଲେ, ତୁମେମାନେ ମଧ୍ୟ ବିଚ୍ଛିନ୍ନ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ବୁଝିବା ଦରକାର ଯେ, ପରମେଶ୍ୱର ଅତି ଦୟାଳୁ, କିନ୍ତୁ ସେ ଅତି କଠୋର ମଧ୍ୟ ହୋଇପାରିବେ। ପରମେଶ୍ୱରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେମାନେ ତାହାଙ୍କ ଅନୁଗ୍ରହରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷରେ ଯଦି ତୁମ୍ଭେମାନେ ତାହାଙ୍କୁ ଅନୁସରଣ ନ କର ତା’ହେଲେ ତୁମ୍ଭେମାନେ ମଧ୍ୟ କଟାଯାଇ ଫିଙ୍ଗି ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଈଶ୍ୱରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ୱରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿತ್ತೆ ಅಮ್ಕಾ ದೆವಾಚಿ ದಯಾ ಕಶಿ ಹಾಯ್, ತೆಚೆ ಕಟೊರ್ಪಾನ್ಬಿ ಕಶೆ ಹಾಯ್ ಮನುನ್ ದಿಸುನ್ ಯೆತಾ. ವಿಶ್ವಾಸಾತ್ ಪಡುನ್ ಗೆಲ್ಲ್ಯಾಕ್ನಿ ತೊ ಕಟೊರ್, ಖರೆ ತಿಯಾ ತೆಚ್ಯಾ ದಯಾಳ್ಪಾನಾಚ್ಯಾ ಅಸ್ರ್ಯಾತ್ ಹಾಸ್ ಜಾಲ್ಯಾರ್ ತುಕಾ ತೊ ದಯಾಳ್ಪಾನ್ ದಾಕ್ವುತಾ, ನಾಹೊಲ್ಯಾರ್ ತುಕಾಬಿ ತೊ ಕಾತ್ರುನ್ ಟಾಕ್ತಾ.