Romans 11:23 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ଯଦି ପୁନଃ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି, ତା' ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରି ନବେେ। ସମାନଙ୍କେୁ ନିଜ ପୂର୍ବ ସ୍ଥାନ ଦବୋ ପାଇଁ ପରମେଶ୍ବର ସମର୍ଥ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଯଦି ଅବିଶ୍ଵାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ଵର ସମର୍ଥ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଇହୁଦୀମାନେ ସେମାନଙ୍କ ଅବିଶ୍ୱାସ ଦୂର କରନ୍ତି, ତେବେ ସେମାନେ ସ୍ୱସ୍ଥାନରେ ପୁନଃସ୍ଥାପିତ ହେବେ। ଏହା କରିବାକୁ ଈଶ୍ୱର ସମର୍ଥ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା’ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜುದೆವಾನಿ ಅಪ್ನಾಚೆ ವಿಶ್ವಾಸಾನ್‍ ನಸಲ್ಲೆ ಜಿವನ್ ಸೊಡುನ್ ಸೊಡ್ಲ್ಯಾನಿ ತರ್ ತೆಂಕಾ ತೊ ಅದ್ದಿಚ್ಯಾ ಜಾಗ್ಯಾಕ್ ಫಾಟಿ ನ್ಹೆವ್ನ್ ಥವ್ತಾ. ಕಶ್ಯಾಕ್ ಮಟ್ಲ್ಯಾರ್, ತೆಂಕಾ ಅನಿ ಪರ್‍ತುನ್ ತೆಂಚ್ಯಾ ಜಾಗ್ಯಾರ್ ಕಶಿ ಕರುಕ್ ದೆವಾಕ್ ಹೊತಾ.