Romans 11:27 — Compare Translations

7 translations compared side by side

Odia - 1840
"ଓ ଆମ୍ଭେ ସହେି ଲୋକମାନଙ୍କର ପାପଗୁଡିକୁ ହରଣ କଲା ପରେ ଏହି ଚୁକ୍ତି କରିବା। ୟିଶାଇୟ 59:20-21; 27:97"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କର ଅଧର୍ମ ଦୂର କରିବାବେଳେ ସେମାନଙ୍କ ସହିତ ଏହି ଚୁକ୍ତି କରିବୁ।”
Odia Bible ERV 2004 (ପବିତ୍ର ବାଇବଲ)
ଓ ଆମ୍ଭେ ସେହି ଲୋକମାନଙ୍କର ପାପଗୁଡ଼ିକୁ ହରଣ କଲା ପରେ ଏହି ଚୁକ୍ତି କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚಿ ಪಾಪಾ ಮಿಯಾ ಕಾಡುನ್ ಘೆವ್ನ್ ನ್ಹೆಲ್ಲ್ಯಾ ತನ್ನಾ ತೆಂಚ್ಯಾ ವಾಂಗ್ಡಾ ಎಕ್ ಕರಾರ್ ಕರ್‍ತಾ”.