Romans 11:28 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ସୁସମାଚ୍ଭାର ଗ୍ରହଣ କରୁ ନ ଥିବାରୁ, ପରମେଶ୍ବରଙ୍କ ଶତୃ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ଯ ପରମେଶ୍ବରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦଇେଥିବା ପ୍ରତିଜ୍ଞା ହତେୁ, ପରମେଶ୍ବର ସମାନଙ୍କେୁ ଖୁବ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ପ୍ରିୟପାତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଙ୍ଗଳାର୍ଥେ ଇହୁଦୀମାନେ ସୁସମାଚାରକୁ ପ୍ରତ୍ୟାଖ୍ୟାନ କରି ଈଶ୍ୱରଙ୍କ ଶତ୍ରୁ ହୋଇଛନ୍ତି। କିନ୍ତୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହେବା ଦ୍ୱାରା ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଯୋଗୁଁ ସେମାନେ ଈଶ୍ୱରଙ୍କ ମିତ୍ର ହୋଇ ରହିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ସୁସମାଗ୍ଭର ଗ୍ରହଣ କରୁ ନ ଥିବାରୁ, ପରମେଶ୍ୱରଙ୍କ ଶତ୍ରୁ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ୟ ପରମେଶ୍ୱରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦେଇଥିବା ପ୍ରତିଜ୍ଞା ହେତୁ, ପରମେଶ୍ୱର ସେମାନଙ୍କୁ ଖୁବ୍ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର।
Odia IRV 2017 (ଓଡିଆ ବାଇବେଲ)
ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଈଶ୍ୱରଙ୍କ ପ୍ରିୟପାତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ಬರ್‍ಯಾ ಖಬ್ರೆಕ್ ತಿರಸ್ಕಾರ್ ಕರ್‍ಲ್ಯಾನಿ, ತುಮ್ಕಾ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಕ್ನಿ ಲಾಗುನ್ ಜುದೆವ್ ಲೊಕಾ ದೆವಾಚಿ ದುಸ್ಮನಾ ಹೊಲ್ಯಾತ್, ಖರೆ ದೆವಾನ್ ಎಚುನ್ ಕಾಡಲ್ಲ್ಯಾ ತೆಂಚ್ಯಾ ಘರಾನ್ಯಾಚ್ಯಾ ಅದ್ಲ್ಯಾ ಲೊಕಾಂಚ್ಯಾ ವಿಶಯಾತ್ನಾ ಬಗಟ್ಲ್ಯಾರ್ ತೆನಿ ದೆವಾಚಿ ದೊಸ್ತಾಚ್ ಮನುಕ್ ಹೊತಾ.