Romans 11:3 — Compare Translations
7 translations compared side by side
Odia - 1840
"ଏଲିୟ କହିଥିଲେ: ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ଯଦ୍ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ୟଜ୍ଞବଦେି ସବୁ ଭାଗିଂଛନ୍ତି। କବଳେ ମୁଁ ଜଣେ ଭବିଷ୍ଯଦ୍ ବକ୍ତା ବଞ୍ଚିଛି, ସମାନେେ ମାେତେ ମଧ୍ଯ ମାରି ଦବୋ ପାଇଁ ଚେଷ୍ଟା କରୁଛନ୍ତି। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ପ୍ରଭୋ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ଯଜ୍ଞବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି ।”
Odia BSI (ପବିତ୍ର ବାଇବଲ (CL) NT (BSI))
“ପ୍ରଭୁ, ସେମାନେ ଆପଣଙ୍କର ଭାବବାଦୀମାନଙ୍କୁ ହତ୍ୟା କରିଛନ୍ତି ଓ ଆପଣଙ୍କ ଯଜ୍ଞବେଦିଗୁଡ଼ିକୁ ଭାଙ୍ଗି ନଷ୍ଟ କରି ଦେଇଛନ୍ତି। କେବଳ ମୁଁ ଜଣେ ମାତ୍ର ରକ୍ଷା ପାଇଛି, ମୋତେ ମଧ୍ୟ ମାରି ପକାଇବାକୁ ସେମାନେ ଚେଷ୍ଟା କରୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ କହିଥିଲେ: “ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ୟଦ୍ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ଯଜ୍ଞବେଦୀ ସବୁ ଭାଙ୍ଗିଛନ୍ତି। କେବଳ ମୁଁ ଜଣେ ଭବିଷ୍ୟଦ୍ବକ୍ତା ବଞ୍ଚିଛି, ସେମାନେ ମୋତେ ମଧ୍ୟ ମାରି ଦେବା ପାଇଁ ଚେଷ୍ଟା କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
"ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಸರ್ವೆಸ್ವರಾ ತೆನಿ ತುಜ್ಯಾ ಪ್ರವಾದ್ಯಾಕ್ನಿ ಜಿವಾನಿ ಮಾರ್ಲ್ಯಾನಾತ್ ಅನಿ ತುಜ್ಯಾ ಅಲ್ತಾರಾ ಕೊಸ್ಳುನ್ ಘಾಟ್ಲ್ಯಾನಾತ್; ಮಿಯಾ ಎಕ್ಲೊಚ್ ಅತ್ತಾ ಹುರ್ಲಾ, ಅನಿ ಮಾಕಾಬಿ ಜಿವಾನಿ ಮಾರುಕ್ ತೆನಿ ಖಟ್ಪಟುಲ್ಯಾತ್.