Romans 11:30 — Compare Translations
7 translations compared side by side
Odia - 1840
"ଆଗରୁ ତୁମ୍ଭମାନେେ ପରମେସ୍ବରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ବରୂପ, ତୁମ୍ଭମାନେେ ଅନୁଗ୍ରହ ପ୍ରାପ୍ତ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ଵରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ଵାରା ଦୟା ପ୍ରାପ୍ତ ହୋଇଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅଣଇହୁଦୀମାନେ ପୂର୍ବେ ଈଶ୍ୱରଙ୍କ ଅବାଧ୍ୟ ଥିଲେ; କିନ୍ତୁ ବର୍ତ୍ତମାନ ଇହୁଦୀମାନଙ୍କ ଅବାଧ୍ୟତା ହେତୁ ଅଣଇହୁଦୀମାନେ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ବରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ଯିହୁଦୀମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ୱରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಜುದೆವ್ ನ್ಹಯ್ ಅಸಲ್ಲ್ಯಾನೊ ಅದ್ದಿ ತುಮಿ ದೆವಾಕ್ ಖಾಲ್ತಿ ಹೊವ್ನ್ ಚಲಿನಸಿಸಾ, ಖರೆ ಅತ್ತಾ ತುಮ್ಕಾ ದೆವಾಚಿ ದಯಾ ಗಾವ್ಲಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಜುದೆವ್ ಲೊಕಾ ದೆವಾಕ್ ಖಾಲ್ತಿ ಹೊವ್ನ್ ಚಲುಕ್ನ್ಯಾತ್.