Romans 11:31 — Compare Translations

7 translations compared side by side

Odia - 1840
"ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ବର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେ ହତେୁ ସମାନେେ ମଧ୍ଯ ପରମେଶ୍ବରଙ୍କ ଅନୁଗ୍ରହ ଲାଭ କରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ଵାରା ଏମାନେ ସୁଦ୍ଧା ଏବେ ଦୟାପ୍ରାପ୍ତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେହେତୁ ଅଣଇହୁଦୀମାନେ ମଧ୍ୟ ଅନୁଗ୍ରହ ପାଇଛନ୍ତି, ଇହୁଦୀମାନେ ବର୍ତ୍ତମାନ ଈଶ୍ୱରଙ୍କଠାରୁ ଦୂରେଇ ଯାଇଥିଲେ ସୁଦ୍ଧା, ଦିନେ ସେମାନେ ଫେରି ଆସି ଅନୁଗ୍ରହ ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେହେତୁ ସେମାନେ ମଧ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ತೆಕಾಬಿ ಎಕ್ ದಿಸಿ ದಯಾ ಗಾವುಸಾಟ್ನಿ ಮನುನ್ ಹ್ಯಾ ತುಮ್ಚ್ಯಾ ದೆವಾಕ್ ಖಾಲ್ತಿ ಚಲ್ತಲ್ಯಾ ಕಾಲಾತ್ ತೆನಿ ದೆವಾಕ್ ಖಾಲ್ತಿ ಹೊಯ್‍ನಸ್ತಾನಾ ಚಲುಲಾಲ್ಯಾತ್.