Romans 11:32 — Compare Translations

7 translations compared side by side

Odia - 1840
"ସବୁ ଲୋକେ ପରମେଶ୍ବରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ଯ ସ୍ଥିତି ରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦଖାଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ଵର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ସମସ୍ତଙ୍କୁ ଅବାଧ୍ୟ ହେବା ପାଇଁ ଛାଡ଼ି ଦେଇଛନ୍ତି; ଫଳରେ ସମସ୍ତେ ଈଶ୍ୱରଙ୍କ ଦୟାର ପାତ୍ର ହୋଇ ପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଲୋକେ ପରମେଶ୍ୱରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ୟ ସ୍ଥିତିରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦେଖାଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ୱର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಸಗ್ಳ್ಯಾ ಲೊಕಾಕ್ನಿ ದೆವಾನ್ ಅಪ್ನಾಕ್ ಖಾಲ್ತಿ ಹೊವ್ನ್ ಚಲಿನಸಲ್ಲ್ಯಾ ಹ್ಯಾ ಪರಿಸ್ಥಿಚ್ಯಾ ಭುತ್ತುರ್ ಭಾಂದುನ್ ಘಾಟ್ಲ್ಯಾನಾಯ್, ಅಶೆ ಸಗ್ಳ್ಯಾ ಲೊಕಾಕ್ನಿ ಅಪ್ನಿ ದಯಾ ದಾಕ್ವುಚೆ ಮನುನ್ ತೆನಿ ಅಶೆ ಕರ್‍ಲ್ಯಾನಾಯ್.