Romans 11:33 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା! ଈଶ୍ଵରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀରଣ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ଅନନୁସନ୍ଧେୟ!
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଐଶ୍ୱର୍ଯ୍ୟ କେଡ଼େ ପ୍ରଚୁର। ତାଙ୍କର ଜ୍ଞାନ ଓ ପ୍ରଜ୍ଞା କେଡ଼େ ଅସୀମ। ତାଙ୍କ ନିଷ୍ପତ୍ତିର ଯଥାର୍ଥତା କିଏ ବୁଝାଇବ? କିଏ ତାଙ୍କ ଗତିବିଧି ଜାଣିପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଧନ୍ୟ ପରମେଶ୍ୱରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତି କିପରି ନିଅନ୍ତି କେହି ବୁଝାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!
Odia IRV 2017 (ଓଡିଆ ବାଇବେଲ)
ଆହା! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಸಂಪತ್ತ್ ಕವ್ಡಿ ಮೊಟಿ!‍ ತೆಚಿ ಬುದ್ದ್ ಅನಿ ಶಾನ್‍ಪಾನ್ ಕವ್ಡೆ ಮೊಟೆ! ತೆನಿ ಘೆಟಲ್ಲ್ಯಾ ನಿರ್ದಾರಾಂಚ್ಯಾ ವಿಶಯಾತ್ನಿ ಸೊಡ್ಸುನ್ ಸಾಂಗ್ತಲೊ ಕೊನ್ ಹಾಯ್? ತೆಚ್ಯಾ ವಾಟಾಂಚ್ಯಾ ವಿಶಯಾತ್ ಕಳ್ವುನ್ ಘೆತಲೊ ಕೊನ್ ಹಾಯ್?