Romans 11:34 — Compare Translations
7 translations compared side by side
Odia - 1840
"କହେି ହେଲେ ପରମେଶ୍ବରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ଵା ତାହାଙ୍କର ମନ୍ତ୍ରୀ କିଏ ହୋଇଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ର ଅନୁଯାୟୀ: “କିଏ ଈଶ୍ୱରଙ୍କ ମନୋଭାବ ବୁଝି ପାରିବ? କିଏ ବା ତାଙ୍କୁ ପରାମର୍ଶ ଦେବାକୁ ସମର୍ଥ?
Odia Bible ERV 2004 (ପବିତ୍ର ବାଇବଲ)
କେହିହେଲେ ପରମେଶ୍ୱରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁହେ: “ପ୍ରଭୁଙ୍କର ମନକୁ କିଏ ଜାଣିଛି? କିଏ ପରମେଶ୍ୱରଙ୍କୁ ପରାମର୍ଶ ଦେଇ ପାରିବ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?”
Odia IRV 2017 (ଓଡିଆ ବାଇବେଲ)
କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ, “ಸರ್ವೆಸ್ವರಾಚೊ ಮನ್ ಕಸೊ ಮನುನ್ ಕೊನಾಕ್ ಹೊತ್ತೆ ಹಾಯ್? ತೆಕಾ ಸಲಹಾ ದಿತಲಿ ಯೊಗ್ಯತಾ ಕೊನಾಕ್ ಹಾಯ್?