Romans 11:36 — Compare Translations
7 translations compared side by side
Odia - 1840
"ପରମେଶ୍ବର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ପ୍ରତିଦାନ ଈଶ୍ୱରଙ୍କ ଦ୍ୱାରା ସୃଷ୍ଟ; ସମସ୍ତ ବିଷୟର ଅସ୍ତିତ୍ୱ ତାଙ୍କ ନିମନ୍ତେ ଓ ତାଙ୍କଠାରେ ନିହିତ। ଯୁଗେ ଯୁଗେ ଈଶ୍ୱର ମହିମାନ୍ୱିତ ହୁଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।”
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಸಗ್ಳೆ ತೆಚ್ಯಾ ವೈನಾತ್ ರಚುನ್ ಹೊಲಾ, ಅನಿ ಸಗ್ಳೆ ತೆಚೆ ವೈನಾಚ್ ಅನಿ ತೆಚೆಸಾಟ್ನಿಚ್ ಅಕೆರ್ ಹೊತಾ. ದೆವಾಕ್ ಸದಾ ಸರ್ವತಾಕ್ ಮಹಿಮಾ ಹೊಂವ್ದಿತ್! ಆಮೆನ್.