Romans 11:4 — Compare Translations
7 translations compared side by side
Odia - 1840
"କାନ୍ତୁ ତାହାଙ୍କୁ ପରମେଶ୍ବରଙ୍କର ଉତ୍ତର କ'ଣ ଥିଲା? ବାଆଲ ଆଗ ରେ ଆଣ୍ଠୁମାଡି ନଥିବା ସାତହଜାର ଲୋକଙ୍କୁ ଏବେ ମଧ୍ଯ ମୁଁ ନିଜ ପାଇଁ ରଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାଙ୍କୁ ଈଶ୍ଵର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଏଲିୟଙ୍କୁ ଈଶ୍ୱର କି ଉତ୍ତର ଦେଇଥିଲେ? “ଭଣ୍ଡ ଦେବତା ବାଲ୍ ମୂର୍ତ୍ତିକୁ ପୂଜା କରି ନ ଥିବା ସାତ ହଜାର ଲୋକଙ୍କୁ ଆମ୍ଭ ନିମନ୍ତେ ରଖିଛୁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାହାଙ୍କୁ ପରମେଶ୍ୱରଙ୍କର ଉତ୍ତର କ’ଣ ଥିଲା? “ବାଆଲ ଆଗରେ ଆଣ୍ଠୁମାଡ଼ି ନ ଥିବା ସାତହଜାର ଲୋକଙ୍କୁ ଏବେ ମଧ୍ୟ ମୁଁ ନିଜ ପାଇଁ ରଖିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାଙ୍କୁ ଈଶ୍ବର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ଅନ୍ୟ ବାଆଲ୍ ଦେବତା ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି? "ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।'
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ತೆಕಾ ತನ್ನಾ ಕಾಯ್ ಜಬಾಬ್ ದಿಲ್ಯಾನ್. ಮಿಯಾ ಮಾಜೆಸಾಟ್ನಿ ಮನುನ್ ಝುಟ್ಯಾ ಬಾಲ್ ಮನ್ತಲ್ಯಾ ದೆವಾಚೆ ಆರಾದನ್ ಕರಿನಸಲ್ಲ್ಯಾ ಸಾತ್ ಹಜಾರ್ ಘೊಮನ್ಸಾಕ್ನಿ ಥವ್ಲಾ”.