Romans 11:5 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ବଛା ଯାଇଥିବା ଏବେ ମଧ୍ଯ କେତକେ ଲୋକ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଠିକ୍ ସେହିପରି ଘଟିଛି। ଈଶ୍ୱର ଅନୁଗ୍ରହ କରି ଯେଉଁମାନଙ୍କୁ ମନୋନୀତ କରିଥିଲେ, ସେମାନଙ୍କ ମଧ୍ୟରୁ ଅଳ୍ପ କେତେକ ଅବଶିଷ୍ଟ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ବଛା ଯାଇଥିବା ଏବେ ମଧ୍ୟ କେତେକ ଲୋକ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾಬಿ ತಸೆಚ್ ಹಾಯ್: ದೆವಾನ್ ಅಪ್ನಾಚ್ಯಾ ಕುರ್ಪೆನ್ ಎಚುನ್ ಕಾಡಲ್ಲ್ಯಾನಿತ್ಲಿ ಕಮಿ ಲೊಕಾ ಹುರಲ್ಲಿ ಹಾತ್.