Romans 11:6 — Compare Translations
7 translations compared side by side
Odia - 1840
"ଯଦି ପରମେଶ୍ବର ଅନୁଗ୍ରହ ହତେୁ ସମାନଙ୍କେୁ ମନୋନୀତ କରିଛନ୍ତି, ତା' ହେଲେ ଲୋକମାନେ ନିଜେ କରିଥିବା କାର୍ୟ୍ଯ ହତେୁ ପରମେଶ୍ବରଙ୍କ ଲୋକ ହଇେ ନାହାଁନ୍ତି। ଯଦି କାର୍ୟ୍ଯ ଦ୍ବାରା ତାହା ହଇେଥାନ୍ତା ତବେେ ଅନୁଗ୍ରହର କ'ଣ ବା ଅର୍ଥ ହବେ? ତା' ହେଲେ କଣ ହେଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ସେମାନଙ୍କୁ ମନୋନୀତ କରିଛନ୍ତି ନିଜ ଅନୁଗ୍ରହ ଯୋଗୁଁ। ଯଦି ସେମାନଙ୍କ ସତ୍କର୍ମ ଲାଗି ଈଶ୍ୱର ସେମାନଙ୍କୁ ମନୋନୀତ କରିଥାଆନ୍ତେ, ତାଙ୍କର ଅନୁଗ୍ରହ ପ୍ରକୃତ ଅନୁଗ୍ରହ ହୁଅନ୍ତା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର ଅନୁଗ୍ରହ ହେତୁ ସେମାନଙ୍କୁ ମନୋନୀତ କରିଛନ୍ତି, ତା’ହେଲେ ଲୋକମାନେ ନିଜେ କରିଥିବା କାର୍ଯ୍ୟ ହେତୁ ପରମେଶ୍ୱରଙ୍କ ଲୋକ ହୋଇ ନାହାନ୍ତି। ଯଦି କାର୍ଯ୍ୟ ଦ୍ୱାରା ତାହା ହେଇଥା’ନ୍ତା ତେବେ ଅନୁଗ୍ରହର କ’ଣ ବା ଅର୍ଥ ହେବ? ତା’ହେଲେ କ’ଣ ହେଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಎಚುನ್ ಕಾಡ್ತಲೆ ತೆಚ್ಯಾ ಕುರ್ಪೆಚ್ಯಾ ವರ್ತಿ ಹೊಂದುನ್ ಹಾಯ್, ತ್ಯಾ ಲೊಕಾನಿ ಕರಲ್ಲ್ಯಾ ಕಾಮಾಂಚ್ಯಾ ವರ್ತಿ ಹೊಂದುನ್ ನಾ. ಕಶ್ಯಾಕ್ ಮಟ್ಲ್ಯಾರ್, ಜರ್ತರ್ ದೆವ್ ಲೊಕಾಚ್ಯಾ ಕಾಮಾಂಚ್ಯಾ ವೈನಾ ಎಚುನ್ ಕಾಡ್ತಾ ಮನುನ್ ಹೊಲ್ಯಾರ್ ತೆಚಿ ಕುರ್ಪಾ ಖರಿ ಕುರ್ಪಾ ಹೊವ್ನ್ ರ್ಹಾಯ್ ನಸಿಹೊತ್ತಿ.