Romans 11:7 — Compare Translations
7 translations compared side by side
Odia - 1840
"ଇଶ୍ରା ଯେଲର ଲୋକେ ଯାହା ପାଇଁ ପରମେଶ୍ବରଙ୍କ ଠା ରେ ଧାର୍ମିକ ହବୋ ଚେଷ୍ଟା କରିଥିଲେ, କାନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ବରଙ୍କ ଦ୍ବାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ ହଇେ ପରମେଶ୍ବରଙ୍କ କଥା ଶୁଣିବା ପାଇଁ ମନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ କ’ଣ ହେଲା? ଇଶ୍ରାଏଲୀୟମାନେ ଯାହା ଖୋଜୁଥିଲେ, ତାହା ପାଇଲେ ନାହିଁ। କେବଳ ଈଶ୍ୱର ମନୋନୀତ କରିଥିବା ଗୋଟିଏ ଛୋଟ ଦଳ ତା’ର ସନ୍ଧାନ ପାଇଲେ। ଅନ୍ୟ କେହି ଈଶ୍ୱରଙ୍କ ଆହ୍ୱାନ ପ୍ରତି ମନୋଯୋଗ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକେ ଯାହା ପାଇଁ ପରମେଶ୍ୱରଙ୍କଠାରେ ଧାର୍ମିକ ହେବା ଚେଷ୍ଟା କରିଥିଲେ, କିନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ଼ ହୋଇ ପରମେଶ୍ୱରଙ୍କ କଥା ଶୁଣିବା ପାଇଁ ମନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
Odia IRV 2017 (ଓଡିଆ ବାଇବେଲ)
ତେବେ କ'ଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಜಾಲ್ಯಾರ್ ಕಾಯ್? ಇಸ್ರಾಯೆಲಾಚ್ಯಾ ಲೊಕಾಕ್ನಿ ತೆನಿ ಕಾಯ್ ಹುಡ್ಕುಕ್ ಲಾಗಲ್ಲ್ಯಾನಿ ತೆ ಗಾವುಕ್ ನಾ. ದೆವಾನ್ ಎಚುನ್ ಕಾಡಲ್ಲ್ಯಾ ಲೊಕಾಂಚ್ಯಾ ಉಲ್ಲ್ಯಾಶ್ಯಾ ತಾಂಡ್ಯಾಕ್ ತೆ ಸಗ್ಳೆ ಗಾವ್ಲೆ; ಅನಿ ಹುರಲ್ಲೆ ದೆವಾಚ್ಯಾ ಬಲ್ವನಿಕ್ ಆಯ್ಕಿನಸ್ತಾನಾ ರ್ಹಾಲೆ.