Romans 11:9 — Compare Translations
7 translations compared side by side
Odia - 1840
"ଦାଉଦ କୁହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧ ସ୍ଵରୂପ ହେଉ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ସମ୍ପର୍କରେ ଦାଉଦ ଲେଖିଛନ୍ତି: “ସେମାନେ ଉତ୍ସବ କରବା ବେଳେ ଫାନ୍ଦରେ ପଡ଼ନ୍ତୁ। ପତିତ ହୋଇ ଦଣ୍ଡଭୋଗ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କୁହନ୍ତି: “ସେ ଲୋକମାନେ ନିଜର ଭୋଜନରେ ଚ୍ଛନ୍ଦି ଓ ବାନ୍ଧି ହୋଇ ଯାଆନ୍ତୁ, ତାହାଙ୍କର ପତନ ହେଉ ଓ ସେମାନଙ୍କୁ ଦଣ୍ଡ ମିଳୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧ ସ୍ୱରୂପ ହେଉ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ କହନ୍ତି, "ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧସ୍ୱରୂପ ହେଉ ।'
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದಾವಿದ್ ಮನ್ತಾ, “ತೆಂಚಿ ಸನಾಚ್ ತೆಂಕಾ ಗೊಂದ್ಳುನ್ ಘಾಲುಂದಿ, ಅನಿ ಶಿಗಾ ಪಾಡ್ವುಂದಿತ್; ತೆನಿ ಪಡುಂದಿತ್, ತೆಂಕಾ ಶಿಕ್ಷಾ ಗಾವುಂದಿತ್!