Romans 12:10 — Compare Translations
7 translations compared side by side
Odia - 1840
"ଭଲ କାର୍ୟ୍ଯ ରେ ଜଡିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ ରମେ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଚ୍ଭାହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ସ୍ନେହଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପ ଏକାରେକକୁ ପ୍ରେମ କର ଓ ଏକାରେକକୁ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉତ୍ସୁକ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଭଲ କାର୍ଯ୍ୟରେ ଜଡ଼ିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଗ୍ଭହଁ, ତା’ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
Odia IRV 2017 (ଓଡିଆ ବାଇବେଲ)
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾಮೆಕಾತ್ನಿ ಕ್ರಿಸ್ತಾಂವ್ ಭಾವ್ ಭೆನಿಯಾಂಚ್ಯಾ ಸರ್ಕೆ ಪ್ರೆಮಾನ್ ರ್ಹಾವಾ. ಎಕಮೆಕಾಕ್ನಿ ಮಾನ್ ದಿತಲ್ಯಾತ್ ಎಕ್ಲ್ಯಾನ್ ಮೆಲ್ ಎಕ್ಲೊ ಹೊವ್ಚೆ.