Romans 12:11 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ କାମ କରିବା ରେ ଉତ୍ସାହ ପ୍ରକାଶ କର। ତାଙ୍କ ସବୋ କାର୍ୟ୍ଯ ରେ ଆଳସ୍ଯ କର ନାହିଁ। ପରମେଶ୍ବରଙ୍କୁ ସବୋ କଲା ବେଳେ ଆତ୍ମିକ ଭାବରେ ଉଦ୍ ଯୋଗ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
Odia BSI (ପବିତ୍ର ବାଇବଲ (CL) NT (BSI))
ଉତ୍ସାହରେ ଶିଥିଳ ହୁଅ ନାହିଁ, ଆତ୍ମିକ ପ୍ରଜ୍ଜ୍ୱଳନ ଅନୁଭବ କର। ଭକ୍ତିପୂର୍ଣ୍ଣ ହୃଦୟରେ ପ୍ରଭୁଙ୍କ ସେବା କର।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ କାମ କରିବାରେ ଉତ୍ସାହ ପ୍ରକାଶ କର। ତାଙ୍କ ସେବା କାର୍ଯ୍ୟରେ ଆଳସ୍ୟ କର ନାହିଁ। ପରମେଶ୍ୱରଙ୍କୁ ସେବା କଲାବେଳେ ଆତ୍ମିକ ଭାବରେ ଉଦ୍ଯୋଗ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
Odia IRV 2017 (ଓଡିଆ ବାଇବେଲ)
ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬರೆ ಕರುನ್ ಕಾಮ್ ಕರಾ, ಅಳ್ಸಿ ಹೊವ್ನಕಾಶಿ. ತುಮ್ಚ್ಯಾ ಭಕ್ತಿನ್ ಪುರಾ ಮನಾನಿ ಅನಿ ಮ್ಹಿನತಿನ್ ಧನಿಯಾಚಿ ಸೆವಾ ಕರಾ.