Romans 12:13 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ନିଜ ଲକମାନଙ୍କେର କାମ ରେ ସାହାୟ୍ଯ କର। ଯେଉଁ ମାନଙ୍କୁ ସାହାୟ୍ଯ ଦରକାର ସମାନଙ୍କେ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସମାନଙ୍କେୁ ଅତିଥି ଭାବରେ ସ୍ବାଗତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟବିଶ୍ୱାସୀମାନଙ୍କର ଅଭାବ ମୋଚନ କର। ଆତିଥ୍ୟପରାୟଣ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗರ್ಜೆತ್ ಅಸಲ್ಲ್ಯಾ ತುಮ್ಚ್ಯಾ ಭಾವಾ ಭೆನಿಯಾಕ್ನಿ ಮಜತ್ ಕರಾ, ಅನಿ ವಳಕನಸಲ್ಲ್ಯಾ ತುಮ್ಚ್ಯಾ ಘರಾಕ್ನಿ ಯೆತಲ್ಯಾಕ್ನಿ ಮಾನ್ ದಿವಾ, ತೆಂಚಿ ಚಾಕ್ರಿ ಕರಾ.