Romans 12:14 — Compare Translations

7 translations compared side by side

Odia - 1840
"ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସମାନଙ୍କେ ପ୍ରତି ତୁମ୍ଭେ ଭଲ ଆଚରଣ କର। ସମାନଙ୍କେୁ ଅଭିଶାପ ଦିଅ ନାହିଁ, ବରଂ ସମାନଙ୍କେୁ ଭଲ କଥା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମକୁ ଯେଉଁମାନେ ତାଡ଼ନା କରନ୍ତି, ସେମାନଙ୍କର କଲ୍ୟାଣ କରବା ପାଇଁ ଈଶ୍ୱରଙ୍କଠାରେ ପ୍ରାର୍ଥନା କର। ସେମାନଙ୍କୁ ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସେମାନଙ୍କ ପ୍ରତି ତୁମ୍ଭେ ଭଲ ଆଚରଣ କର। ସେମାନଙ୍କୁ ଅଭିଶାପ ଦିଅ ନାହିଁ, ବରଂ ସେମାନଙ୍କୁ ଭଲ କଥା କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ತರಾಸ್ ದಿತಲ್ಯಾಂಚ್ಯಾಸಾಟಿ ದೆವಾಕ್ಡೆ ಆಶಿರ್ವಾದ್ ಮಾಗಾ ಸರಾಪ್ ಮಾಗುನಕಾಶಿ.