Romans 12:15 — Compare Translations

7 translations compared side by side

Odia - 1840
"ଯେତବେେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭମାନେେ ସମାନଙ୍କେ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲା ବେଳେ ତୁମ୍ଭମାନେେ ତାହାଙ୍କ ସହିତ ଦୁଃଖିତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁଖୀ ଲୋକମାନଙ୍କର ସହିତ ଆନନ୍ଦ କର, ଶୋକାର୍ତ୍ତମାନଙ୍କ ସହିତ ସମଦୁଃଖୀ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಸಂತೊಸಾನ್ ಹಾತ್ ತೆಂಚ್ಯಾ ವಾಂಗ್ಡಾ ಸಂತೊಸಾನ್ ರ್‍ಹಾವಾ, ರಡ್ತಲ್ಯಾಂಚ್ಯಾ ವಾಂಗ್ಡಾ ರಡಾ.