Romans 12:16 — Compare Translations

7 translations compared side by side

Odia - 1840
"ନିଜ ଭିତ ରେ ମିଳିମିଶି ଶାନ୍ତି ରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟ ରେ ମହତ୍ତ୍ବପୂର୍ଣ୍ଣ ନୁହଁନ୍ତି, ସମାନଙ୍କେ ସହିତ ସାଙ୍ଗ ହବୋ ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତଙ୍କ ପାଇଁ ସମାନ ଭାବରେ ଦରଦ ପ୍ରକାଶ କର। ଅହଂଭାବ ତ୍ୟାଗ କରି ନମ୍ରଭାବରେ ନଗଣ୍ୟ କାର୍ଯ୍ୟଗୁଡ଼ିକୁ ମଧ୍ୟ ଗ୍ରହଣ କର। ନିଜକୁ ଜ୍ଞାନୀ ମନେକର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ಎಕುಚ್ ರಿತಿನ್ ಚಲಾ. ತುಮಿ ಗರುಕಿ ಕರುಚೆ ನ್ಹಯ್, ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ಎಕ್ ಮನಾಚೆ ಹೊವ್ನ್ ರ್‍ಹಾವಾ. ತುಮಿಚ್ ಶಾನೆ ಮನುನ್ ಚಿಂತುನಕಾಶಿ.