Romans 12:17 — Compare Translations
7 translations compared side by side
Odia - 1840
"ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ତୁମ ପ୍ରତି ଅନ୍ୟାୟ କଲେ, ତୁମେ ତା’ ପ୍ରତି ଅନ୍ୟାୟ କର ନାହିଁ। ଅନ୍ୟମାନଙ୍କ ଦୃଷ୍ଟିରେ ଯାହା ସତ୍କାର୍ଯ୍ୟ, ତାହା ହିଁ କର।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
Odia IRV 2017 (ଓଡିଆ ବାଇବେଲ)
ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ಬಿ ತುಮ್ಕಾ ವಾಯ್ಟ್ ಕರ್ಲ್ಯಾರ್, ತುಮಿಬಿ ತೆಂಕಾ ವಾಯ್ಟುಚ್ ಕರುನಕಾಶಿ. ಸಗ್ಳ್ಯಾ ಲೊಕಾಂಚ್ಯಾ ನದ್ರೆತ್ ಬರೆ ದಿಸ್ತಾ ತೆಚ್ ಕರುಕ್ ಖಟ್ಪಟ್ ಕರಾ.