Romans 12:19 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ପ୍ରତି ଭୁଲ କରିଥିବା ଲୋକକୁ ନିଜ ତରଫରୁ ଦଣ୍ତ ଦିଅ ନାହିଁ। ତାହାକୁ ପରମେଶ୍ବରଙ୍କ କୋର୍ଧ ଦ୍ବାରା ଦଣ୍ତିତ ହବୋ ଲାଗି ଅପେକ୍ଷା କର। ଶାସ୍ତ୍ର ରେ ଲୋଖା ଅଛି: ପରମେଶ୍ବର କହିଛନ୍ତି, ଦଣ୍ତ ଦବୋ ମାରେ କାମ। ମୁଁ ଲୋକମାନଙ୍କୁ ପ୍ରତିଦାନ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, ‘ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବାʼ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବନ୍ଧୁଗଣ, ତୁମେମାନେ ନିଜେ କାହା ବିରୁଦ୍ଧରେ ପ୍ରତିଶୋଧ ନିଅ ନାହିଁ। ଈଶ୍ୱରଙ୍କ କ୍ରୋଧର ପାତ୍ର ହେବାକୁ ତାକୁ ଛାଡ଼ି ଦିଅ। କାରଣ ଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହନ୍ତି, ଆମ୍ଭେ ପ୍ରତିଶୋଧ ନେବା। ଆମ୍ଭେ ପ୍ରତିଫଳ ଦେବା।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ପ୍ରତି ଭୁଲ୍ କରିଥିବା ଲୋକକୁ ନିଜ ତରଫରୁ ଦଣ୍ତ ଦିଅ ନାହିଁ। ତାହାକୁ ପରମେଶ୍ୱରଙ୍କ କ୍ରୋଧ ଦ୍ୱାରା ଦଣ୍ତିତ ହେବା ଲାଗି ଅପେକ୍ଷା କର। ଶାସ୍ତ୍ରରେ ଲେଖା ଅଛି: ପରମେଶ୍ୱର କହିଛନ୍ତି, “ଦଣ୍ତ ଦେବା ମୋର କାମ। ମୁଁ ଲୋକମାନଙ୍କୁ ପ୍ରତିଦାନ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ୱରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, "ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା' ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾನು, ಕನ್ನಾಬಿ ಶೆಡ್ ಕಾಡುನ್ ಘೆವ್ನಕಾಶಿ; ತೆ ದೆವಾಚ್ಯಾ ರಾಗಾಚ್ಯಾ ತಾಬೆತ್ ಸೊಡಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಪವಿತ್ರ್ ಪುಸ್ತಕ್ ಮನ್ತಾ: “ಮಿಯಾ ಶೆಡ್ ಕಾಡುನ್ ಘೆತಾ, ಮಿಯಾ ತೆ ಫಾಟಿ ಪರ್ತುನ್ ದಿತಾ ಮನುನ್ ಸರ್ವೆಸ್ವರ್ ಮನ್ತಾ.”