Romans 12:2 — Compare Translations

7 translations compared side by side

Odia - 1840
"ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗ ରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତବେେ ପରମେଶ୍ବର ତୁମ୍ଭମାନଙ୍କ ପାଇଁ କ'ଣ ଇଛା କରନ୍ତି, ତୁମ୍ଭମାନେେ ଜାଣିପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡିକ ଭଲ, ପରମେଶ୍ବରଙ୍କୁ ପ୍ରିୟ ଓ ସିଦ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା କ'ଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾಚ್ಯಾ ಚಾಲಿ ಸರ್ಕೆ ತುಮಿ ಚಲುನಕಾಶಿ, ಹೆಚ್ಯಾ ಬದ್ಲಾಕ್, ತುಮ್ಚಿ ಮನಾ ಬದ್ಲಾ, ತುಮ್ಚೆ ಜಿವನುಚ್ ಬದ್ಲಾವನ್ ಹೊವ್ಚೆ, ತನ್ನಾ ದೆವಾಚ್ಯಾ ಮನಾ ಸರ್ಕೆ ಕಾಯ್ ಹಾಯ್ ಮನುನ್ ತುಮಿ ವಳ್ಕುನ್ ಪಾವ್ತ್ಯಾಶಿ, ಅನಿ ಖಲೆ ಬರೆ ಅನಿ ದೆವಾಕ್ ಮಾನಿ ಸರ್ಕೆ ಹಾಯ್ ಮನುನ್ ತುಮಿ ಕಳ್ವುನ್ ಘೆತ್ಯಾಶಿ.