Romans 12:20 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ଏପରି କରିବା ଉଚିତ୍: ଯଦି ତୁମ୍ଭର ଶତୃ ଭୋକରେ ଅଛି, ତାହାକୁ ଖାଇବାକୁ ଦିଅ, ଯଦି ତୁମ୍ଭ ଶତୃ ତୃଷିତ ଅଛି, ତାହାକୁ ପିଇବାକୁ ଦିଅ। ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ ଶାସ୍ତ୍ରର ନିର୍ଦ୍ଦେଶ ଅନୁସାରେ “ତୁମ ଶତ୍ରୁ କ୍ଷୁଧିତ ଥିଲେ, ତାକୁ ଖାଇବାକୁ ଦିଅ; ତୃଷିତ ଥିଲେ, ପାନ କରାଅ। ଏଥିଦ୍ୱାରା ସେ ଲଜ୍ଜାରେ ଦଗ୍ଧ ହୋଇଯିବ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ଏପରି କରିବା ଉଚିତ୍: “ଯଦି ତୁମ୍ଭର ଶତ୍ରୁ ଭୋକରେ ଅଛି, ତାହାକୁ ଖାଇବାକୁ ଦିଅ, ଯଦି ତୁମ୍ଭ ଶତ୍ରୁ ତୃଷିତ ଅଛି, ତାହାକୁ ପିଇବାକୁ ଦିଅ। ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।”
Odia IRV 2017 (ଓଡିଆ ବାଇବେଲ)
ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಬಿ ಪವಿತ್ರ್ ಪುಸಕ್ ಮನ್ತಾ, “ತುಮ್ಚಿ ದುಶ್ಮನಾ ಭುಕೆನ್ ರ್ಹಾಲ್ಯಾರ್ ತೆಂಕಾ ವಾಡಾ; ತೆನಿ ಸೊಸೆನ್ ರ್ಹಾಲ್ಯಾರ್ ತೆಂಕಾ ಫಿವ್ಕ್ ದಿವಾ; ಅಶೆ ಕರಲ್ಲ್ಯಾ ವೈನಾ ತಿಯಾ ತೆಕಾ ಮರ್ಯಾದಿನ್ ಭರಿ ಸಾರ್ಕೆ ಸರ್ಕೆ ಹೊತಾ.”