Romans 12:3 — Compare Translations

7 translations compared side by side

Odia - 1840
"ପରମେଶ୍ବର ମାେତେ ବିଶଷେ ଅନୁଗ୍ରହ ପ୍ରଦାନ କରୁଥିବାରୁ ମାରେ ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ବର ଯେଉଁ ପ୍ରକାରର ବିଶ୍ବାସ ତୁମ୍ଭକୁ ଦଇେଛନ୍ତି, ସହେି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରିଥିବାରୁ ତୁମ ପ୍ରତ୍ୟେକଙ୍କୁ ମୁଁ କହୁଛି, କେହି ନିଜର ଯୋଗ୍ୟତାଠାରୁ ନିଜକୁ ଅଧିକ ମଣ ନାହିଁ। ଈଶ୍ୱର ତୁମକୁ ଦେଇଥିବା ବିଶ୍ୱାସର ପରିମାଣ ଅନୁପାତରେ ନମ୍ର ହୋଇ ନିଜ ବିଷୟରେ ବିଚାର କର।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೆವಾಚ್ಯಾ ಕುರ್ಪೆನ್ ಮಾಕಾ ಗಾವಲ್ಲ್ಯಾ ದೆನ್ಗಿಚ್ಯಾ ಸಾಟ್ನಿ ಮಿಯಾ ತುಮ್ಕಾ ಹರಿ ಎಕ್ಲ್ಯಾಕ್ನಿ ಸಾಂಗ್ತಾ: ತುಮ್ಚ್ಯಾ ಎವ್ಡ್ಯಾಕ್ ತುಮಿ ಮೊಟೆಪಾನ್ ಚಿಂತುಕ್ ಜಾವ್‍ನಕಾಶಿ, ತುಮಿ ಚಿಂತಲ್ಯಾಕ್ ಮಿತ್ ರ್‍ಹಾಂವ್ದಿತ್, ತುಮ್ಚ್ಯಾತ್ಲೊ ಹರಿ ಎಕ್ಲೊ ದೆವಾನ್ ಅಪ್ನಾಕ್ ದಿಲ್ಲ್ಯಾ ವಿಶ್ವಾಸಾಚ್ಯಾ ಮಾಪಾಚ್ಯಾ ಪರ್‍ಕಾರ್ ಅಪ್ನಾಚ್ಯಾ ಮೊಟೆಪಾನಾಚ್ಯಾ ವಿಶಯಾತ್ ಚಿಂತುಂದಿ.