Romans 12:4 — Compare Translations
7 translations compared side by side
Odia - 1840
"ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀର ରେ ଅନକେ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡିକ ଏକା ଭଳି କାମ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଶରୀରରେ ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି ଏବଂ ପ୍ରତ୍ୟେକର କାର୍ଯ୍ୟ ସ୍ୱତନ୍ତ୍ର।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ,
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕುಚ್ ಆಂಗಾಕ್ ಲೈ ಭಾಗಾ ಹಾತ್, ಅನಿ ಸಗ್ಳ್ಯಾ ಭಾಗಾಕ್ನಿ ದುಸ್ರಿ-ದುಸ್ರಿಚ್ ಕಾಮಾ ಹಾತ್.