Romans 12:6 — Compare Translations
7 translations compared side by side
Odia - 1840
"ଏହି ଭଳି ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠା ରେ ଥିବା ବିଶ୍ବାସ ଅନୁସାରେ ତାହାକୁ ବ୍ଯବହାର କରୁ। ଯଦି କାହାକୁ ଭବିଷ୍ଯଦ୍ ବାଣୀର ଦାନ ମିଳିଛି, ତା' ହେଲେ ସେ ନିଜର ବିଶ୍ବାସ ଅନୁସାରେ ଭବିଷ୍ଯଦ୍ ବାଣୀ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ଵାସର ପରିମାଣ ଅନୁସାରେ ଭାବବାଣୀ କହୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆମ ପ୍ରତି ଈଶ୍ୱରଙ୍କ ଅନୁଗ୍ରହ ଅନୁଯାୟୀ ତାଙ୍କଠାରୁ ପ୍ରାପ୍ତ ବିଭିନ୍ନ ଶକ୍ତିଗୁଡ଼ିକୁ ଆମେ ଯଥାର୍ଥ ଭାବରେ ଉପଯୋଗ କରିବାକୁ ହେବ। ଆମେ ଯଦି ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା ପାଇଁ ଈଶ୍ୱରଦତ୍ତ ଶକ୍ତି ପାଇଛୁ, ଆମ ବିଶ୍ୱାସର ଦୃଢ଼ତା ଅନୁଯାୟୀ ସେ କାର୍ଯ୍ୟ ସମ୍ପାଦନ କରିବାକୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା’ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟଦ୍ବାଣୀର ଦାନ ମିଳିଛି, ତା’ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟଦ୍ବାଣୀ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ದೆವಾನ್ ಅಮ್ಕಾ ದಿಲ್ಲ್ಯಾ ಕುರ್ಪೆಚ್ಯಾ ವೈನಾ ಅಮ್ಕಾ ಹೊತ್ತಿ ದೆನ್ಗಿಯಾ ದುಸ್ರಿ-ದುಸ್ರಿ ಹಾತ್; ಎಕ್ಲ್ಯಾಕ್ ಪ್ರವಾದ್ ಕರ್ತಲೆ ದೆನ್ಗಿ ದಿಲ್ಲಿ ಹಾಯ್ ಜಾಲ್ಯಾರ್ ತೊ ಅಪ್ನಾಕ್ ದಿಲ್ಲ್ಯಾ ವಿಶ್ವಾಸಾಚ್ಯಾ ಮಾಪಾನ್ ಪ್ರವಾದ್ ಕರುಂದಿತ್.