Romans 12:8 — Compare Translations
7 translations compared side by side
Odia - 1840
"ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ବନା ଦବୋର ଅନୁଗ୍ରହ ଦାନ ମିଳିଛି, ତା' ହେଲେ ସେ ଲୋକମାନଙ୍କୁ ସାନ୍ତ୍ବନା ଦେଉ। ଯଦି କାହାକୁ ଦାନ ଦବୋ ଅନୁଗ୍ରହ ଦାନ ମିଳିଛ ତା' ହେଲେ ସେ ଖାେଲା ମନ ରେ ଦାନ କରୁ। ଯଦି କାହାକୁ ନତେୃତ୍ବ ନବୋର ଅନୁଗ୍ରହ ଦାନ ମିଳିଛି, ତା' ହେଲେ ସେ ମନ ପ୍ରାଣ ଢାଳି ନତେୃତ୍ବ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦଖାଇବୋ ଅନୁଗ୍ରହ ଦାନ ମିଳିଛି ତା' ହେଲେ ସେ ଆନନ୍ଦ ମନ ରେ ଦୟା ଦଖାେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ଵାବଧାନ କରେ, ସେ ଯନି ସହକାରେ ତତ୍ତ୍ଵାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନଙ୍କୁ ଉତ୍ସାହିତ କରିବା ପାଇଁ ଶକ୍ତି ପାଇଥିଲେ, ତାହା କରିବାକୁ ହେବ। ଦାନ କରିବାକୁ ଶକ୍ତି ପାଇଥିବା ବ୍ୟକ୍ତି ଉଦାର ଭାବରେ ଦାନ କରୁ। ଅନ୍ୟମାନଙ୍କ କାର୍ଯ୍ୟର ତତ୍ତ୍ୱାବଧାନ କରିବାକୁ ଅଧିକାର ପାଇଥିଲେ, ନିଜେ କିଂନ ପରଶ୍ରମ କରିବାକୁ ହେବ। ଦୟା କରିବା ବ୍ୟକ୍ତି ପ୍ରଫୁଲ୍ଲ ଚିତ୍ତରେ ଦୟା କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା’ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା’ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
Odia IRV 2017 (ଓଡିଆ ବାଇବେଲ)
ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಕ್ನಿ ಧೈರೊ ಸಾಂಗ್ತಲೊ ಮನುನ್ ರ್ಹಾಲ್ಯಾರ್ ತೊ ದುಸ್ರ್ಯಾಕ್ನಿ ಉರ್ಬಾ ಭರಿ ಸರ್ಕೆ ಕರುನ್ಗೆತ್ ರ್ಹಾಂವ್ದಿತ್. ಜೆ ಕೊನ್ ದುಸ್ರ್ಯಾಂಚ್ಯಾ ವಾಂಗ್ಡಾ ಮಿಳುನ್ ವಾಟುನ್ ಘೆವ್ನ್ ಹಾತ್ ತೆನಿ ತೆ ಫುರಾ ಮನಾನಿ ಕರುಂದಿತ್; ಅದಿಕಾರ್ ಚಾಲ್ವುತಲೊ ಬರ್ಯಾ ಬಾಸೆನ್ ಅದಿಕಾರ್ ಚಾಲ್ವುಂದಿತ್, ದಯಾಳ್ ಕಾಮಾ ಕರ್ತಲೊ ಹಾಸ್ಮುರ್ಕ್ಯಾ ತೊಂಡಾನ್ ಕರುಂದಿತ್.