Romans 13:1 — Compare Translations

7 translations compared side by side

Odia - 1840
"ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ, ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସକମାନଙ୍କର ବାଧ୍ୟ ହେବା ପ୍ରତ୍ୟେକର କର୍ତ୍ତବ୍ୟ, କାରଣ ଈଶ୍ୱରଙ୍କ ଅନୁମତି ବିନା କେହି ଶାସନ କ୍ଷମତା ପାଏ ନାହିଁ। କ୍ଷମତାରେ ଥିବା ଶାସକମାନେ ଈଶ୍ୱରଙ୍କ ଦ୍ୱାରା ପ୍ରତିଷ୍ଠିତ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସରକାରଙ୍କ ନିୟମ ମାନ ପ୍ରତ୍ୟେକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ୱୀକାର କରିବା ଉଚିତ୍। କାରଣ ସେମାନଙ୍କ ଏହି କ୍ଷମତା ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁମାନେ ଅଧିକାରୀ, ପରମେଶ୍ୱରଙ୍କ ଦ୍ୱାରା ସେମାନଙ୍କୁ ଏହି କ୍ଷମତା ପ୍ରଦାନ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ୱରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರಿ ಎಕ್ಲ್ಯಾನಿ ಅಪ್ನಾಚ್ಯಾ ವರ್‍ತಿ ಹೊತ್ತ್ಯಾ ಅದಿಕಾರ್‍ಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲುಚೆ. ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾನ್ ದಿವ್‍ನಸ್ತಾನಾ ಕೊನಾಕ್‍ಬಿ ಅದಿಕಾರ್ ಗಾವಿನಾ, ಅನಿ ಅತ್ತಾ ಅಸಲ್ಲ್ಯಾ ಅದಿಕಾರ್‍ಯಾಕ್ನಿ ದೆವಾನುಚ್ ನೆಮ್ಸುನ್ ಥವ್ಲ್ಯಾನಾಯ್.