Romans 13:10 — Compare Translations
7 translations compared side by side
Odia - 1840
"ପ୍ ରମେ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ ରମେ କରିବା ସଂପୂର୍ଣ ବ୍ଯବସ୍ଥା ପାଳନର ସମକକ୍ଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଜଣକୁ ପ୍ରେମ କରୁଥିଲେ, ତା’ ପ୍ରତି କେବେ ଅନ୍ୟାୟ କରିବ ନାହିଁ। ତେଣୁ ପ୍ରେମ କରିବା ଦ୍ୱାରା ହିଁ ସମସ୍ତ ବ୍ୟବସ୍ଥା ପାଳନ କରାଯାଏ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
Odia IRV 2017 (ଓଡିଆ ବାଇବେଲ)
ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ମୋଶାଙ୍କ ବ୍ୟବସ୍ଥା ସଫଳ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮ್ ದುಸ್ರ್ಯಾಕ್ನಿ ಕಾಯ್ಬಿ ವಾಯ್ಟ್ ಕರಿನಾ; ತಸೆಮನುನ್ ಪ್ರೆಮಾನ್ ಚಲ್ತಲ್ಯಾತ್ ಸಗ್ಳೊ ಖಾಯ್ದೊ ಪುರಾ ಹೊತಾ.