Romans 13:11 — Compare Translations

7 translations compared side by side

Odia - 1840
"ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବେ ଏ ସମସ୍ତ ତୁମକୁ ଅବଶ୍ୟ କରିବାକୁ ହେବ, କାରଣ ନିଦ୍ରାରୁ ଜାଗ୍ରତ ହେବା ସମୟ ଉପସ୍ଥିତ। ପରିତ୍ରାଣ ପାଇବାର ସମୟ ପୂର୍ବାପେକ୍ଷା ଏବେ ଅଧିକ ସନ୍ନିକଟ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಬಗ್ತಾನಾ, ಅಮಿ ಖಲ್ಯಾ ಎಳಾರ್ ಯೆವ್ನ್ ಪಾವ್ಲಾ ಮನ್ತಲೆ ಕಳ್ವುನ್ ಘೆವಾ, ಅಮಿ ನಿಜೆತ್ಲೊ ಉಟ್ತಲೊ ಎಳ್ ಯೆವ್ನ್ ಪಾವ್ಲೊ, ಅಮ್ಚಿ ಸುಟ್ಕಾ ಅಮಿ ವಿಶ್ವಾಸ್ ಕರುಕ್ ಚಾಲು ಕರಲ್ಲಾಂವ್ ತ್ಯಾ ಎಳಾರ್ ಹೊತ್ತಿ ತ್ಯೆಂಚ್ಯಾನಿಕಿ ಲೈ ಜಗ್ಗೊಳ್ ಯೆವ್ನ್ ಪಾವ್ಲಾ.