Romans 13:14 — Compare Translations
7 translations compared side by side
Odia - 1840
"ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ପାପ ପ୍ରତି ବିମୁଖ ହୁଅ ଓ ନିଜର ଲାଳସାଗୁଡ଼ିକୁ ଚରିତାର୍ଥ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾ ಜೆಜು ಕ್ರಿಸ್ತಾಕುಚ್ ತುಮ್ಚೆ ಮಾರಾಮಾರಿಕ್ ಜಾತಾನಾ ನೆಸ್ತಲೆ ಕವಚ್ ಕರುನ್ ಘೆವ್ನ್ ನೆಸಾ ಅನಿ ತುಮ್ಚ್ಯಾ ಪಾಪಾಚ್ಯಾ ಸ್ವಬಾವಾಕ್ ಅನಿ ಆಂಗಾಚಿ ಆಶಾ ಪುರಾ ಕರ್ತಲ್ಯಾ ಕಾಮಾಕ್ನಿ ಸೊಡುನ್ ಸೊಡಾ.