Romans 13:2 — Compare Translations

7 translations compared side by side

Odia - 1840
"ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ଵରଙ୍କ ବିଧାନର ପ୍ରତିରୋଧ କରେ; ପୁଣି ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ତ ଘଟାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯେ କ୍ଷମତାସୀନ ଶାସକମାନଙ୍କୁ ବିରୋଧ କରେ, ସେ ଈଶ୍ୱରଙ୍କ ଦ୍ୱାରା ପ୍ରତିଷ୍ଠିତ ଅନୁଷ୍ଠାନର ବିରୁଦ୍ଧାଚରଣ କରେ। ଯେ ଏହା କରେ, ସେ ବିଚାରର ସମ୍ମୁଖୀନ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଅଧିକାର ବିରୋଧ କରୁଥିବା ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ଆଜ୍ଞାର ବିରୋଧୀ। ଏପରି ବିରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ୟବସ୍ଥା କରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ୱରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಅದಿಕಾರ್ಯ್ಯಾಂಚ್ಯಾ ವಿರೊದ್ ಜಾತಾ ತೊ ದೆವಾನ್ ಕರುನ್ ಥವಲ್ಲ್ಯಾ ಯವಸ್ಥಾಚ್ಯಾ ವಿರೊದ್ ಜಾತಾ. ಅನಿ ಜೊ ಕೊನ್ ಅಶೆ ವಿರೊದ್ ಜಾತಾ ತೊ ಅಪ್ನಾಚ್ಯಾ ವರ್‍ತಿಚ್ ಶಿಕ್ಷಾ ಮಾಗುನ್ ಘೆತಾ.