Romans 13:3 — Compare Translations

7 translations compared side by side

Odia - 1840
"ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ । ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସତ୍କର୍ମ କରନ୍ତି, ସେମାନଙ୍କର ଶାସକମାନଙ୍କୁ ଭୟ କରିବା ପାଇଁ କୌଣସି କାରଣ ନାହିଁ- ଭୟ କରିବା କଥା ଦୁଷ୍କର୍ମକାରୀମାନଙ୍କର। ଶାସକ ପ୍ରତି ନିର୍ଭୟ ହେବା ତୁମର ଇଚ୍ଛା କି? ତାହାହେଲେ ସତ୍କାର୍ଯ୍ୟ କର, ସେ ତୁମର ପ୍ରଶଂସା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସେମାନଙ୍କଠାରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ୍ କାମ କରନ୍ତି ସେମାନେ ଭୟ କରିବାକୁ ବାଧ୍ୟ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
Odia IRV 2017 (ଓଡିଆ ବାଇବେଲ)
କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ । ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಾಯ್ಟ್ ಕರ್‍ತಲೆ ಅದಿಕಾರ್‍ಯಾಕ್ನಿ ಭಿಂಯಾತ್ಯಾತ್, ಬರೆ ಕರ್‍ತಲೆ ಭಿಂಯ್‍ನ್ಯಾತ್. ಅದಿಕಾರ್‍ಯಾಕ್ನಿ ಭಿಂಯ್‍ನಸ್ತಾನಾ ರಾವ್ಚೆ ಮನುನ್ ತುಮ್ಚ್ಯಾ ಮನಾತ್ ಹಾಯ್ ಕಾಯ್? ತಸೆ ಹೊಲ್ಯಾರ್ ಖಲೆ ಖರೆ ಹಾಯ್ ತೆಚ್ ಕರಾ. ತನ್ನಾ ತೊ ಅದಿಕಾರಿ ತುಕಾ ಶಾಭಾಸ್ಕಿ ದಿತಾ.