Romans 13:4 — Compare Translations

7 translations compared side by side

Odia - 1840
"ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ଵରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍‍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ଵରଙ୍କ ସେବକ ସ୍ଵରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ତଦାତା ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ କଲ୍ୟାଣ କରିବା ପାଇଁ ସେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ। କିନ୍ତୁ ତୁମେ ଯଦି ଦୁଷ୍କର୍ମ କରୁଥାଅ, ତେବେ ଶାସକକୁ ଭୟ କର, କାରଣ ତୁମକୁ ଦଣ୍ଡ ଦେବା ପାଇଁ ପ୍ରକୃତରେ ତାଙ୍କର କ୍ଷମତା ଅଛି। ସେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ କର୍ମଚାରୀ। ଦୁଷ୍କର୍ମଚାରୀମାନଙ୍କୁ ଶାସ୍ତି ଦେବା ପାଇଁ ସେ ଈଶ୍ୱରଙ୍କ ଆଦେଶ ପାଳନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ୱରଙ୍କ ସେବକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦେବା କ୍ଷମତା ଅଛି, ସେ ସେହି କ୍ଷମତାର ପ୍ରୟୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ୱରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ୱରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಸಗ್ಳೆ ಅದಿಕಾರಿ ತುಮ್ಚ್ಯಾ ಬರೆಪಾನಾ ಸಾಟ್ನಿಚ್ ಕಾಮಾ ಕರುಲ್ಯಾತ್. ತೆನಿ ದೆವಾಚೆ ಸೆವಕ್ ಹೊವ್ನ್ ಹಾತ್. ಖರೆ ತುಮಿ ವಾಯ್ಟ್ ಕರ್ಲ್ಯಾಶಿ ತರ್ ತನ್ನಾ ತೆಕಾ ಭಿಂವ್ಚೆ ಪಡ್ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಕಾ ಶಿಕ್ಷಾ ಲಾವ್ತಲೊ ಅದಿಕಾರ್ ಖರೆಚ್ ದಿಲ್ಲೊ ಹಾಯ್, ತೆನಿ ದೆವಾಚಿ ಸೆವಕಾ ತಸೆಮನುನ್ ವಾಯ್ಟ್ ಕರ್‍ತಲ್ಯಾಕ್ನಿ ದೆವಾಚಿ ಶಿಕ್ಷಾ ತೆನಿ ದಿವ್ನುಚ್ ದಿತ್ಯಾತ್.