Romans 13:5 — Compare Translations
7 translations compared side by side
Odia - 1840
"ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଯାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଣୁ ତୁମ୍ଭେମାନେ ଶାସକମାନଙ୍କର ବାଧ୍ୟ ହେବା ଉଚିତ୍- କେବଳ ଈଶ୍ୱରଙ୍କ ଦଣ୍ଡ ଭୟରେ ନୁହେଁ, ମାତ୍ର ନିଜ ବିବେକର ଦଂଶନରୁ ରକ୍ଷା ପାଇବା ପାଇଁ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ୟ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହେବ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଜାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರನಾಸಾಟಿ, ತುಮಿ ಅದಿಕಾರ್ಯ್ಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲ್ತಲೆ ಖಾಲಿ ದೆವಾಚಿ ಶಿಕ್ಷಾ ಗಾವ್ತಾ ಮನುನ್ ಎವ್ಡೆಚ್ ನ್ಹಯ್, ತುಜ್ಯಾ ಭುತ್ತುರ್ಲ್ಯಾ ಮನಾಸಾಟ್ನಿ ತಿಯಾ ತೆಕಾ ಖಾಲ್ತಿ ಹೊವ್ನ್ ಚಲುಚೆ.