Romans 13:6 — Compare Translations

7 translations compared side by side

Odia - 1840
"ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ଵ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ଵରଙ୍କ ସେବକ ସ୍ଵରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିନିମନ୍ତେ ତୁମେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ଶାସକମାନେ କର୍ତ୍ତବ୍ୟ ପାଳନ କରିବା ବେଳେ ଈଶ୍ୱରଙ୍କ ସେବା କରି ଥାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୃଷ୍ଟିରୁ ତୁମ୍ଭେମାନେ ସରକାରକୁ କର ମଧ୍ୟ ଦିଅ। ସେମାନେ ପରମେଶ୍ୱରଙ୍କ ସେବାରେ ରହିଛନ୍ତି, ଏବଂ ସେହି କାର୍ଯ୍ୟ କରିବା ପାଇଁ ନିଜର ସମ୍ପୂର୍ଣ୍ଣ ସମୟ ଦେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ୱରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ತುಮಿ ತೆರ್‍ಗಿ ಭರುಕ್ ಪಾಜೆ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆ ಅದಿಕಾರಿ ದೆವಾಚೆ ಸೆವಕ್ ಹೊವ್ನ್ ಹಾತ್, ವಸುಲಿ ಕರ್‍ತಲೆ ಕಾಮ್ ಕರುನ್, ತೆನಿ ದೆವಾಚಿ ಸೆವಾ ಕರುಲ್ಯಾತ್,